୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ପ୍ରଥମ ଦିନ । ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ. ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବାକୁ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି. ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଏହି ଅବସରରେ ତାଙ୍କ ସହ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର. କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ପ୍ରମୁଖ ରହିଛନ୍ତି ।. ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ କୃଷି ଉପକରଣକୁ କାଟଲଗ ମାଧ୍ୟମରେ ଦେଖାଯାଇଛି ।. ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବାକୁ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରୁଛନ୍ତି ।. ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହୋଇଛି ଜନତା ମଇଦାନ ।. ପ୍ରବାସୀ ଭାରତୀୟ ଦିବସ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି