ବ୍ରହ୍ମପୁର: ଆଜି ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇଥିଲେ । ଏଥିରେ ୪୩ ଜଣ ଛାତ୍ରଛାତ୍ରୀଙ୍କୁ ପିଏଚ୍ଡି ଡିଗ୍ରୀ ପ୍ରଦାନ କରାଯିବା ସହ ୩୫ଟି ବିଭାଗର ଟପ୍ପର ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ ଏବଂ ୩ଜଣଙ୍କୁ ଡିଲିଟ୍, ଜଣଙ୍କୁ ଡିଏସ୍ସି ପ୍ରଦାନ କରାଯାଇଛି । ଇଟିଭି ଭାରତ, ବ୍ରହ୍ମପୁର