3 ରଥରେ 2ଟି ଲେଖାଏଁ ଗରଗରା ଉଠି କଣ୍ଟା ପଡ଼ିବା କାର୍ଯ୍ୟ ସମ୍ପନ୍ନ. 3 ରଥର ୯ଟି ଲେଖାଏଁ ଚଉଦ ନାହାକା ନିର୍ମାଣ ସହ 4ଟି ପୋଲ ଗୟଳର ଚଉପଟ କାର୍ଯ୍ୟ ଶେଷ. ରଥଖଳାରେ ରଥ ନିର୍ମାଣ କାର୍ଯ୍ୟରେ ବ୍ୟସ୍ତ ରୂପକାରଲ ସେବକ. 3 ରଥର ସିଂହାସନ ମୁହାଁଟିରେ ଚିତ୍ର ଖୋଦେଇ ସହ ନାଟ ଗୋଡ଼ରେ ରାହୁ ରୂପ ଖୋଦେଇ ଜାରି ରହିଛି. ଦୋଳବେଦୀ ଅସ୍ଥାୟୀ କମାର ଶାଳରେ ଓଝା ସେବକମାନେ କଣ୍ଟା ନିର୍ମାଣ ଜାରି ରଖିଛନ୍ତି. ରଥର ଗୟଳ କଣ୍ଟା. ଯୋକା କଣ୍ଟା ଏବଂ ଚନାକ କଣ୍ଟା ନିର୍ମାଣ ଜାରି ରହିଛି. 3 ରଥର ଦିଗ ନିର୍ଣ୍ଣୟ ପୂର୍ବକ ଚକ ଅଖ ଖଞ୍ଜା ବା ଚକ ଥାକ ଶେଷ. ତିନିରଥର ମହାରଣାଙ୍କ ଦ୍ବାରା ଗରଗରା. ଚଉଦ ନାହାକା. ଚାରି ନାହାକା ଏବଂ ପାଞ୍ଚ ଦଣ୍ଡା ନିର୍ମାଣ