ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ବୁଲି ଦେଖୁଛନ୍ତି ରାଷ୍ଟ୍ରପତି. ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ସମାରୋହରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ. ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ବୁଲି ଦେଖୁଛନ୍ତି ରାଷ୍ଟ୍ରପତି. ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ. କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ. କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର. ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପହାର ସ୍ୱରୂପ ମହାପ୍ରଭୁ ଜଗନ୍ନାଥଙ୍କ ଫଟୋ ଚିତ୍ର ରାଷ୍ଟ୍ରପତିଙ୍କୁ ପ୍ରଦାନ କରୁଛନ୍ତି