କୁର୍ନୁଲ: ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ମାଧପୁରମ ଗାଁର ଭେଲଧୁର୍ଥୀ ମଣ୍ଡଲରେ ଏକ ଟେମ୍ପୋକୁ ଧକ୍କା ଦେଲା ଲୋରୀ । ଏହି ଦୁର୍ଘଟଣାରେ 14 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି। ତେବେ ମୃତକଙ୍କ ମଧ୍ୟରେ କେତେକ ଶିଶୁ ଥିବା ଜଣାପଡ଼ିଛି । ତୁରନ୍ତ ଆହତମାନଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଏଥିରେ କିଛି ଆହତଙ୍କ ଅବସ୍ଥା ଗୁରୁତର ରହିଛି ।
ଆନ୍ଧ୍ରପ୍ରଦେଶରେ ଭୟଙ୍କର ଦୁର୍ଘଟଣା: ଆଖି ବୁଜିଲେ 14, ଅନେକ ଗୁରୁତର - 14 dead in a Terrible road accident in kurnool
ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟେମ୍ପୋକୁ ଧକ୍କା ଦେଲା ଲୋରୀ । ଏହି ଦୁର୍ଘଟଣାରେ 14 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି। ଅଧିକ ପଢନ୍ତୁ...
ଆନ୍ଧ୍ରପ୍ରଦେଶ କୁର୍ନୁଲ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା, 14 ମୃତ
ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ
Last Updated : Feb 14, 2021, 9:31 AM IST