ଓଡିଶା

odisha

ETV Bharat / bharat

ମହାରାଷ୍ଟ୍ର ମହାଡ୍ରାମା: ଇସ୍ତଫା ଦେଲେ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର - ଅଜିତ ପାଓ୍ବାରଙ୍କ ଇସ୍ତପା

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ପଦରୁ ଅଜିତ ପାଓ୍ବାରଙ୍କ ଇସ୍ତଫା । ସୁପ୍ରିମକୋର୍ଟର ରାୟ ଆସିବା ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ସାମ୍ବାଦିକ ସମ୍ମିଳନୀ କରୁଛନ୍ତି ।

ajit power
ଫାଇଲ ଫଟୋ

By

Published : Nov 26, 2019, 3:47 PM IST

ମୁମ୍ବାଇ: ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ମହାରାଷ୍ଟ୍ରର ରାଜନୈତିକ ଚିତ୍ର ସମ୍ପୂର୍ଣ୍ଣ ବଦଳିଯାଇଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଦେବେନ୍ଦ୍ର ଫଡନାଭିସ ଇସ୍ତଫା ଦେବା ପରେ ଉପମୁଖ୍ୟମନ୍ତ୍ରୀ ପଦରୁ ଅଜିତ ପାଓ୍ବାର ଇସ୍ତଫା ଦେଇଛନ୍ତି । ଆସ୍ଥା ଭୋଟ ପୂର୍ବରୁ ବିଦ୍ରୋହୀ ଏନସିପି ନେତା ଅଜିତ ଇସ୍ତଫା ଦେଇଛନ୍ତି । ଅଜିତଙ୍କୁ ମନାଇବାକୁ ଶରଦ ପାଓ୍ବାରଙ୍କ ଝିଅ ସୁପ୍ରିୟା ପ୍ରୟାସ କରିଥିଲେ ।

ABOUT THE AUTHOR

...view details