ଓଡିଶା

odisha

ETV Bharat / bharat

ଆନ୍ଧ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, 6 ମୃତ - ଆନ୍ଧ୍ରରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା

ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଫିରଙ୍ଗୀପୁରମ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା । 6 ଜଣ ମୃତ। ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଆନ୍ଧ୍ରରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା, 6 ମୃତ
ଆନ୍ଧ୍ରରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା, 6 ମୃତ

By

Published : Feb 10, 2020, 12:17 PM IST

ଅମରାବତୀ: ଆନ୍ଧ୍ର ପ୍ରଦେଶରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁଣ୍ଟୁର ଫିରଙ୍ଗୀପୁରମ ମଣ୍ଡଳ ଅନ୍ତର୍ଗତ ରେପୁଡି ଗାଁରେ ଅଟୋ ସହ ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି । ଏହି ଭୟଙ୍କର ସଡ଼କ ଦୁର୍ଘଟଣାରେ 6 ଜଣଙ୍କର ମୃତ୍ୟୁ ଘଟିଛି ।

ଆନ୍ଧ୍ରରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା, 6 ମୃତ


ଘଟଣାସ୍ଥଳରେ 4 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ 2 ଜଣଙ୍କର ମେଡିକାଲ ନେବା ବାଟରେ ମୃତ୍ୟୁ ଘଟିଛି । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ମୃତକଙ୍କ ମଧ୍ୟରୁ 3 ଜଣଙ୍କର ପରିଚୟ ମିଳିଥିବା ବେଳେ ଅନ୍ୟ 3 ଜଣଙ୍କର ପରିଚୟ ଅସ୍ପଷ୍ଟ ରହିଛି ।

ABOUT THE AUTHOR

...view details