ରାୟପୁର: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲଙ୍କ OSD ଓ PSO କୋରୋନା ପଜିଟିଭ୍ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାରଣରୁ 4 ଦିନ ପାଇଁ ନିଜକୁ ଆଇସୋଲେଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ସମସ୍ତଙ୍କୁ ସତର୍କ ରହିବାକୁ ନିବେଦନ କରିଛନ୍ତି ସେ ।
4 ଦିନ ନିଜକୁ କ୍ବାରେଣ୍ଟାଇନ କଲେ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ - ଭୁପେଶ ବଘେଲ
ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲଙ୍କ OSD ଓ PSO କୋରୋନା ପଜିଟିଭ୍ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

4 ଦିନ ନିଜକୁ ଆଇସୋଲେଟ କଲେ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ