ଭୁବନେଶ୍ବର: ବାତ୍ୟା ଅମ୍ଫାନ ଯୋଗୁଁ ପଶ୍ଚିମବଙ୍ଗରେ ବ୍ୟାପକ ଜନ ଜୀବନ ନଷ୍ଟ ହୋଇଛି । ଅନେକଙ୍କ ମୃତ୍ୟ ହୋଇଥିବା ବେଳେ ବ୍ୟାପକ ସମ୍ପତ୍ତି ନଷ୍ଟ ହୋଇଛି। ଏଭଳି ଦୁଃଖଦ ଅବସ୍ଥାରେ ଓଡ଼ିଶାବାସୀ ପଶ୍ଚିମବଙ୍ଗ ସହିତ ରହିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ପଶ୍ଚିମବଙ୍ଗକୁ ସାହାଯ୍ୟ ପାଇଁ ନବୀନଙ୍କ ଆହ୍ବାନ - ପଶ୍ଚିମବଙ୍ଗ
ପଶ୍ଚିମବଙ୍ଗ ସହ ଓଡ଼ିଶାବାସୀ ଛିଡା ହୋଇଛନ୍ତି । ଆବଶ୍ୟକ ପଡ଼ିଲେ ଆମେ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ..
cm-on-west-bengal
ମୁଖ୍ୟ ଶାସନ ସଚିବ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କ ସହ ଯୋଗସୂତ୍ର ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଆବଶ୍ୟକ ପଡ଼ିଲେ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ କରିବୁ ବୋଲି କହିଛନ୍ତି ନବୀନ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ