ବେଙ୍ଗାଲୁରୁ: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ଣ୍ଣାଣ୍ଡିସଙ୍କୁ ମାଙ୍ଗାଲୋରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେ କିଡନୀ ଏବଂ ହୃଦରୋଗରେ ପୀଡିତ ।
ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପଟାଲରେ ଭର୍ତ୍ତି ହେଲେ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଣ୍ଡିସ - ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଓସ୍କାର ଫର୍ଣ୍ଣାଣ୍ଡିସ
ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ଣ୍ଣାଣ୍ଡିସଙ୍କୁ ମାଙ୍ଗାଲୋରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଧିକ ପଢନ୍ତୁ...
ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପଟାଲରେ ଭର୍ତ୍ତି ହେଲେ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଣ୍ଡିସ
କଂଗ୍ରେସର ଏହି ବରିଷ୍ଠ ନେତା ଏବେ ମାଙ୍ଗାଲୋର କୋଡିୟାଲବେଲର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।