ଓଡିଶା

odisha

By

Published : Jul 17, 2019, 10:25 AM IST

ETV Bharat / bharat

ପ୍ରାକୃତିକ ବିପର୍ଯ୍ୟୟରେ ମୃତକଙ୍କ ପରିବାରକୁ 4 ଲକ୍ଷ ସହାୟତା ଘୋଷଣା

ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ପ୍ରାଣ ହରାଇଥିବା 14 ଜଣ ଲୋକଙ୍କୁ ଉତ୍ତରପ୍ରଦେଶ ସରକାର ସହାୟତା ଘୋଷଣା କରିଛନ୍ତି ।

ଫଟୋ ସୌଜନ୍ୟ: ଏଏନଆଇ


ଲକ୍ଷ୍ନୌ: ପ୍ରାକୃତିକ ବିପର୍ଯ୍ୟୟରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ଉତ୍ତରପ୍ରଦେଶ ସରକାର । ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ 4 ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୃତ୍ୟୁବରଣ କରିଥିବା 14 ଜଣ ଲୋକଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯିବ ।

ABOUT THE AUTHOR

...view details