ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ଆଜି(ଗୁରୁବାର)ସକାଳେ ବାରାମୁଲ୍ଲା ଜିଲ୍ଲାର ୱାନିଗାମ ପାୟେନ କ୍ରେରି ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି । ଏ ଗୁଳି ବିନିମୟ ନେଇ କାଶ୍ମୀର ପୋଲିସ ପକ୍ଷରୁ ଟ୍ବିଟ କରି ସୂଚନା ଦେଇଛନ୍ତି ।
ଜମ୍ମୁ ଓ କାଶ୍ମୀରରେ ଏନକାଉଣ୍ଟର ଜାରି - encounter starts in baramulla district
ଗୁରୁବାର ସକାଳେ ଜାମ୍ମୁ-କାଶ୍ମୀରର ବାରାମୁଲ୍ଲା ଜିଲ୍ଲାରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଅଧିକ ପଢନ୍ତୁ...

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ