ଓଡିଶା

odisha

ETV Bharat / bharat

କୋରୋନାକୁ ହରାଇ ଘରକୁ ଫେରିଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମମନ୍ତ୍ରୀ - କର୍ଣ୍ଣାଟକର ପୂର୍ବତନ ମୁଖ୍ୟମମନ୍ତ୍ରୀ

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା କୋରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କୋରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କୁ ମଣିପାଲ ହସ୍ପିଟାଲରେରେ ଭର୍ତ୍ତି କରାଯାଇଥିଲା । ଅଧିକ ପଢନ୍ତୁ...

କୋରୋନାକୁ ହରାଇ ଘରକୁ ଫେରିଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମମନ୍ତ୍ରୀ
କୋରୋନାକୁ ହରାଇ ଘରକୁ ଫେରିଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମମନ୍ତ୍ରୀ

By

Published : Aug 13, 2020, 7:05 PM IST

ବେଙ୍ଗାଲୁରୁ: କୋରନାକୁ ହରାଇ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା । ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରିଦିଆଯାଇଛି । କୋରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କୁ ମଣିପାଲ ହସ୍ପିଟାଲରେରେ ଭର୍ତ୍ତି କରାଯାଇଥିଲା ।

କୋରୋନାକୁ ହରାଇ ଘରକୁ ଫେରିଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମମନ୍ତ୍ରୀ

ସିଦ୍ଧରମେୟା ବିଶେଷଜ୍ଞ ଡାକ୍ତରଙ୍କ ତତ୍ତ୍ବାବଧାନରେ ରହିଥିଲେ । ତେବେ ଚିକିତ୍ସା ପରେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ସହ ତାଙ୍କ ରକ୍ତ ନମୁନା ନେଗେଟିଭ ଆସିଥିଲା । ଏହା ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରିଦିଆଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details