ଓଡିଶା

odisha

ETV Bharat / bharat

ପଦ୍ମ ପୁରସ୍କାର 2020: ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର - ସାଧାରଣତନ୍ତ୍ର ଦିବସ

ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ 141 ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରାଯିବ । ଏଥିପାଇଁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି । ଅଧିକ ପଢନ୍ତୁ...

padma awards 2020
ଫଟୋ ସୌଜନ୍ୟ: ଟ୍ବିଟର

By

Published : Jan 25, 2020, 10:42 PM IST

Updated : Jan 26, 2020, 2:20 AM IST

ଭୁବନେଶ୍ବର: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ 141 ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରାଯିବ । ଏଥିପାଇଁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ଏଥିପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଫଟୋ ସୌଜନ୍ୟ: ଟ୍ବିଟର

ଜର୍ଜ ଫର୍ଣ୍ଣାଡିସ୍, ଅରୁଣ ଜେଟଲୀ ଓ ସୁଷମା ସ୍ବରାଜଙ୍କୁ ମରଣୋତ୍ତର ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରାଯିବ । ଏହାକୁ ନେଇ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ଧନ୍ୟବାଦ ଜଣାଇଛନ୍ତି ।

Last Updated : Jan 26, 2020, 2:20 AM IST

ABOUT THE AUTHOR

...view details