1-କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ, ଦିନକରେ 868 ଚିହ୍ନଟ
ରାଜ୍ୟରେ ହ୍ରାସ ପାଉଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ 868 ଆକ୍ରାନ୍ତ ଚିହ୍ନଟ ।
2-ରାଜ୍ୟରେ ପୁଣି 17 ଜୀବନ ନେଲା କିଲର କୋରୋନା
ଆଜି ପୁଣି 17 ମୁଣ୍ଡ ନେଇଛି କୋରୋନା । ଆଜକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା 1592ରେ ପହଞ୍ଚିଛି ।
3-ସୀମା ବିବାଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
4-ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ, ମନେପକାଇଲେ ରାହୁଲ
ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ । ଶ୍ରଦ୍ଧାଞ୍ଜଳି ଜଣାଇଲେ ନାତି ରାହୁଲ ଗାନ୍ଧୀ ।
5-ଇନ୍ଦିରାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।