ନୂଆଦିଲ୍ଲୀ: କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ଭାବରେ ଅତିରିକ୍ତ ଦାୟିତ୍ବ ଗ୍ରହଣ କରିଛନ୍ତି କୃଷି ଓ କୃଷକ କଲ୍ୟାଣମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର । ବିଜେପିର ସହଯୋଗୀ ଶିରୋମଣି ଅକାଳୀ ଦଳର ନେତ୍ରୀ ହରସିମରତ କୌରଙ୍କ ଇସ୍ତଫା ପରେ ଏହି ମନ୍ତ୍ରଣାଳୟର ମନ୍ତ୍ରୀପଦ ଖାଲି ରହିଥିଲା ।
ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ବ ଗ୍ରହଣ କଲେ କୃଷିମନ୍ତ୍ରୀ ତୋମାର - ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ
ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ଭାବରେ ଅତିରିକ୍ତ ଦାୟିତ୍ବ ଗ୍ରହଣ କରିଛନ୍ତି କୃଷି ଓ କୃଷକ କଲ୍ୟାଣମନ୍ତ୍ରୀ ନରେନ୍ଦ୍ର ସିଂହ ତୋମର । ଅଧିକ ପଢନ୍ତୁ...
ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ବ ଗ୍ରହଣ କଲେ କୃଷିମନ୍ତ୍ରୀ ତୋମର
କୃଷି ଅଧ୍ୟାଦେଶକୁ ବିରୋଧ କରି ବିଜେପିର ସହଯୋଗୀ ଅକାଳୀ ଦଳ ପକ୍ଷରୁ ମୋଦି କ୍ୟାବିନେଟରେ ମନ୍ତ୍ରୀ ଥିବା ହରସିମରତ କୌର ବାଦଲ ନିଜ ପଦରୁ ଇସ୍ତଫା ଦେଇଥିଲେ । କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ହରସିମରତ କୌର ବାଦଲ ମୋଦି ସରକାରରେ ଅକାଳୀ ଦଳର ଏକମାତ୍ର ମନ୍ତ୍ରୀ ଥିଲେ ।