ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ । ସେଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ରମ୍ପ ଦମ୍ପତିଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି । ଏହାସହ ଟ୍ରମ୍ପଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି ।
ଟ୍ରମ୍ପ ଦମ୍ପତିଙ୍କୁ ଗାର୍ଡ ଅଫ୍ ଅନର୍ - Guard of Honour
ରାଷ୍ଟ୍ରପତି ଭବନରେ ଟ୍ରମ୍ପ ଦମ୍ପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ସହ ଗାର୍ଡ ଅଫ୍ ଅନର୍ ଦିଆଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ..
ଟ୍ରମ୍ପ ଦମ୍ପତିଙ୍କୁ ଗାର୍ଡ ଅଫ୍ ଅନର୍
ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସହ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଅଛନ୍ତି । ଗତକାଲି(ସୋମବାର) ଠାରୁ ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଟ୍ରମ୍ପ ଦମ୍ପତି ।
@ANI