କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭାଇ ଅଶିମ୍ ବାନାର୍ଜୀଙ୍କ ଦେହାନ୍ତ ହୋଇଛି । କୋରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା । କୋଲକାତାର ମେଡିକା ସୁପର ସ୍ପେଶାଲିଷ୍ଟ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।
କୋରୋନାରେ ଆଖି ବୁଜିଲେ ସିଏମ ମମତା ବାନାର୍ଜୀଙ୍କ ଭାଇ - CM Mamata Banerjee
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭାଇ ଅଶିମ୍ ବାନାର୍ଜୀଙ୍କ ଦେହାନ୍ତ ହୋଇଛି । କୋରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା । ଅଧିକ ପଢନ୍ତୁ...

ସିଏମ ମମତା ବାନାର୍ଜୀ
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ