ପୋର୍ଟବ୍ଲେୟର:ଆଣ୍ଡାମାନ-ନିକୋବର ଦ୍ବୀପପୁଞ୍ଜରେ ଭୂକମ୍ପ ଝଟକା। ଦ୍ବୀପପୁଞ୍ଜର ଉତ୍ତର-ଉତ୍ତର-ପୂର୍ବର ଡିଗିଲିପୁରରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୧ ମ୍ୟାଗ୍ନିଚ୍ୟୁଟ ହୋଇଥିବା ରେକର୍ଡ କରାଯାଇଛି । ଏନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ସୂଚନା ଦେଇଛି।
ଭୂକମ୍ପରେ ଥରିଲା ଆଣ୍ଡାମାନ-ନିକୋବର
ଆଣ୍ଡାମାନ-ନିକୋବର ଦ୍ବୀପପୁଞ୍ଜରେ ୪.୧ ତିବ୍ରତାର ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା । ଅଧିକ ପଢନ୍ତୁ
ଭୂକମ୍ପରେ ଥରିଲା ଆଣ୍ଡାମାନ-ନିକୋବର
ଆଜି ସକାଳ ୮ଟା ୫୮ ମିନିଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବାବେଳେ ଏହାର ଅଂକ୍ଷାଶ ୧୫.୨୦ ଓ ଦ୍ରାଘିମା ୯୩.୬୨ ରହିଛି । ଏହାର ଗଭୀରତା ୧୦ କିଲୋମିଟର ରହିଥିବା ସୂଚନା ମିଳିଛି । ଏଥିରେ କ୍ଷୟକ୍ଷତି ନେଇ କୌଣସି ସୂଚନା ହସ୍ତଗତ ହୋଇନାହିଁ ।
@ANI