ବେଙ୍ଗାଲୁରୁ:ପାଇପଲାଇନରୁ ଗ୍ୟାସ ଲିକ୍ ଯୋଗୁଁ ଘଟିଛି ଏକ ବଡ ଧରଣର ଦୁର୍ଘଟଣା । ଏଭଳି ଘଟଣା ଦେଖିବାକୁ ମିଳିଛି ବେଙ୍ଗାଲୁରୁ ସହରରେ । ଆଜି (ମଙ୍ଗଳବାର) ବେଗୁରସ୍ଥିତ ଦେବରାଚିକାନା ହାଲି ଆପାର୍ଟମେଣ୍ଟରେ ଗ୍ୟାସ ଲିକ୍ ହୋଇ ନିଆଁ ଲାଗିବା ଯୋଗୁଁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।
ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଜଣେ ମୃତ - Fire departnment
ବେଗୁରସ୍ଥିତ ଦେବରାଚିକାନା ହାଲି ଆପାର୍ଟମେଣ୍ଟରେ ଗ୍ୟାସ ଲିକ୍ ହୋଇ ଘଟିଛି ଅଗ୍ନିକାଣ୍ଡ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଅଧିକ ପଢନ୍ତୁ...
ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଜଣେ ମୃତ
ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଜଣେ ମୃତ
ଗ୍ୟାସ ଲିକ୍ ହୋଇ ନିଆଁ ଲାଗିବା ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବା ସହ ଆପାର୍ଟମେଣ୍ଟରୁ ଲୋକମାନଙ୍କୁ ଉଦ୍ଧାର କରିଥିବା ନେଇ ସୂଚନା ମିଳିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ