ନୂଆଦିଲ୍ଲୀ:AIIMSରୁ ଡିସଚାର୍ଜ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂ। ତେବେ ଚଳିତ ମାସ ଆରମ୍ଭରୁ ତାଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯିବା ପରେ ସେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ। ପ୍ରାୟ ଏକମାସର ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବା ପରେ ଆଜି ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି।
ହସ୍ପିଟାଲରୁ ଡିସଚାର୍ଜ ହେଲେ ମନମୋହନ ସିଂ - Dr Manmohan Sing
AIIMSରୁ ଡିସଚାର୍ଜ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂ। ଚଳିତମାସ ପ୍ରଥମ ସପ୍ତାହରେ ଅସୁସ୍ଥତା କାରଣରୁ ହସ୍ପିଟାଲରେ ହୋଇଥିଲେ ଭର୍ତ୍ତି । ଅଧିକ ପଢନ୍ତୁ...
AIIMSରୁ ଡିସଚାର୍ଜ ହେଲେ ମନମୋହନ ସିଂ
ଚଳିତମାସ ପ୍ରଥମ ସପ୍ତାହରେ ମନମୋହନ ସିଂ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କ ଚିକିତ୍ସା ଜାରି ରଖିଥିଲେ। ତେବେ ଆଜି ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।
@ANI