ମେଷ: ଆପଣ ଆଜି ନିଜକୁ ଏକ ଅନିଶ୍ଚିତ ଅବସ୍ଥାରେ ପାଇପାରନ୍ତି । ଆପଣ ଆହ୍ଵାନପୂର୍ଣ୍ଣ ଅନୁଭବ କରିପାରନ୍ତି ଓ ସ୍ରୋତର ବିପରୀତ ଦିଗରେ ଯାଇପାରନ୍ତି । ଯାହା ଦ୍ଵାରା ଓଲଟା ପ୍ରଭାବ ହୋଇପାରେ । କିଛି କାମ ଠିକ ନହେବା ଭଳି ଲାଗିପାରେ । ଏପରି ସମୟରେ କାମରୁ କିଛି ସମୟ ବିରତି ନିଅନ୍ତୁ ।
ବୃଷ: ଆପଣ ଆଜି ମାନସିକ ଭାବେ ସଚେତନ ଓ ଜାଗ୍ରତ ରହିପାରନ୍ତି । ଆପଣ ଯାହା କଲେ ବି ରଚନାତ୍ମକତା ଆପଣଙ୍କ ଉଚ୍ଚରେ ରହିବ । ଆପଣ କଳା, ଡିଜାଇନ, ଗ୍ରାଫିକ୍ସ ଓ ସ୍ପେସିଆଲ ଇଫେକ୍ଟରୁ କିଛି କରିପାରନ୍ତି । ଆପଣଙ୍କ ମହକତା ବିପରୀତ ଲିଙ୍ଗକୁ ଆକର୍ଷିତ କରି ଦେବ ।
ମିଥୁନ:ଆପଣ ଆଜି ଅନ୍ୟମାନଙ୍କ ଭାବନାଗୁଡିକର ସୁରକ୍ଷା କରିବାରେ ଅତିବାହିତ କରିବେ । ଏହା ଆପଣଙ୍କ ନିଜ ହିତ ପାଇଁ ହିଁ ହେବ । ଦିନର ଅଧିକାଂଶ ସମୟରେ, ଆପଣ ପରିବାରଠାରୁ ଦୂରରେ ରହିବେ । ଯାହା କି ବ୍ୟବସାୟ ସମ୍ପର୍କିତ କିମ୍ଵା ଆମୋଦପ୍ରମୋଦ ଉଦ୍ଦେଶ୍ୟରେ ଥିବା ଏକ ଯାତ୍ରା ପାଇଁ ହୋଇପାରେ । ଆଜି ଆପଣଙ୍କ ମନରେ କେବଳ ଏକ ସଫଳ କ୍ୟାରିଅର ବିଷୟରେ ହିଁ ଭାବନା ରହିବ ।
କର୍କଟ: ଆପଣଙ୍କ ତେଲ ମରା କଥା ଆପଣଙ୍କ ପଦ୍ଧତିରେ ଏକ ପ୍ରଧାନ ଭୂମିକା ଗ୍ରହଣ କରେ । ଆଜି ଆପଣ ଦୂରରୁ ଅସୁବିଧା ଜାଣି ପାରିବେ ଓ କେତେବେଳେ ବାଟ ବଦଳାଇବେ ସେ ବିଷୟରେ ଜାଣିପାରିବେ । ଆପଣଙ୍କ ସହ କାମ କରୁଥିବା ଲୋକମାନେ ଆପଣଙ୍କ କାମକୁ ପସନ୍ଦ କରି ନ ପାରନ୍ତି । କିନ୍ତୁ ଆପଣ ଭାବିପାରନ୍ତି ଯେ ଉପରକୁ ଯିବା ପାଇଁ ଏହା ସବୁଠାରୁ ସହଜ ବାଟ ।
ସିଂହ: ଆଜି ଆପଣଙ୍କର ଦୃଢ଼ ବିଚାର ଓ ବିଶ୍ୱାସ କିଛି ଚମତ୍କାର ଦେଖାଇପାରେ । ଏହା ଫଳରେ ଆପଣ ନିଜର କାର୍ଯ୍ୟକୁ ଠିକ୍ ସମୟରେ ସଫଳତାର ସହ ସମ୍ପୁର୍ଣ୍ଣ କରିପାରିବେ । ଗ୍ରହମାନଙ୍କ ଶୁଭ ଦୃଷ୍ଟିରୁ ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ଅଛି । ଏହା ଛଡା ନିଜର ପୈତୃକ ସମ୍ପତ୍ତି ପାଇଁ ଆପଣଙ୍କ ଖୁସିର ପରିମାଣ ବୃଦ୍ଧି ପାଇପାରେ । କ୍ରୀଡାବିତ ଓ ସୃଜନ ସୃଷ୍ଟି କରିବାର ବ୍ୟକ୍ତିମାନଙ୍କ ପାଇଁ ନିଜର ପ୍ରତିଭା ପ୍ରଦର୍ଶନ କରିବା ଉଚିତ୍ । ଏହା ଦ୍ୱାରା ସେମାନେ ନିଜର କଳାରେ ପ୍ରତିଷ୍ଠା ଅର୍ଜନ କରିପାରିବେ । ଆର୍ଥିକ ସମ୍ବଳତା ବୃଦ୍ଧି ପାଇପାରେ । ସରକାରୀ କାର୍ଯ୍ୟରେ ଦରକାରୀ କାଗଜପତ୍ର ପ୍ରସ୍ତୁତ କରିବା ପାଇଁ ଦିନଟି ଶୁଭଙ୍କର ଅଟେ ।
କନ୍ୟା:ଆପଣ ଆଜି ଦିନର ପ୍ରାରମ୍ଭରୁ ପ୍ରାର୍ଥନା ଓ ଠାକୁର ମନ୍ଦିରକୁ ଯାଇ ଆରାଧନା କରନ୍ତୁ । ତାହା ହେଲେ ଦିନର ବାକି ସମୟ ଭଲରେ କଟିପାରେ । ବାନ୍ଧବୀଙ୍କ ଦର୍ଶନ ତଥା ଭାଇ ଭଉଣୀଙ୍କ ସାଙ୍ଗ ଲାଭ ଆପଣଙ୍କ ହୃଦୟରେ ଶାନ୍ତି ଓ ମୁଖରେ ତୃପ୍ତିର ହସ ଫୁଟାଇବାରେ ସାହାଯ୍ୟ କରିବ । ଦେଶ ବାହାରକୁ ଯିବା ପାଇଁ ଲାଳାୟିତ ବ୍ୟକ୍ତିଙ୍କ ନିମିତ୍ତ ଆଜି ଦିନଟି ସର୍ବୋତ୍ତମ ଅଟେ । ଦୂର ବିଦେଶରୁ ଶୁଭ ଖବର ପାଇ ଆନନ୍ଦିତ ହେବେ । ଦିନଟି ଆମୋଦ ପ୍ରମୋଦରେ କାଟନ୍ତୁ ।
ତୁଳା: ଆଜି ଆପଣ ନିଜକୁ ସଞ୍ଜତ ରଖନ୍ତୁ । ନିଜ ତୁଣ୍ଡରୁ ବାହାରିଥିବା ତିକ୍ତ ବାକ୍ୟ ଅନ୍ୟ ମନରେ ଆଘାତ ଦେଇପାରେ । ଆପଣଙ୍କର କ୍ଷଣିକ ଉତ୍ତେଜନା ଓ କ୍ରୋଧ ଆପଣଙ୍କ ସମସ୍ୟାକୁ କେବେ ହେଲେ ସମାଧାନ କରିପାରିବ ନାହିଁ । ଧ୍ୟାନ ଓ ପ୍ରାର୍ଥନା ବଳରେ ଆପଣଙ୍କୁ ମାନସିକ ଶାନ୍ତି ମିଳିପାରେ । ଅନୈତିକ କାର୍ଯ୍ୟରୁ ନିଜକୁ ଦୂରେଇ ରଖନ୍ତୁ । ନଚେତ ଆପଣଙ୍କର ମାନସିକ ବ୍ୟସ୍ତତା ବୃଦ୍ଧି ପାଇପାରେ । ଆଜି କୌଣସି ବ୍ୟକ୍ତିଙ୍କ ସହ ନୂତନ ଭାବେ ବନ୍ଧୁତା ସ୍ଥାପନ କରନ୍ତୁ ନାହିଁ । ନିଜର ଖର୍ଚ୍ଚ ପ୍ରତି ଧ୍ୟାନ ଦିଅନ୍ତୁ । ନହେଲେ ଆର୍ଥିକ ଅଘଟଣ ଘଟିପାରେ ।
ବିଛା:ଆପଣ ଗୃହ ଜଞ୍ଜାଳରୁ ମୁକ୍ତ ହୋଇ ବାହାରକୁ ଯାଆନ୍ତୁ । ବନ୍ଧୁଙ୍କ ଗହଣରେ ମୌଜ ମଜଲିସ କରନ୍ତୁ । ସେମାନଙ୍କ ସହ ସିନେମା ଦେଖିପାରନ୍ତି କିମ୍ୱା ଏକ ଦୁଃସାହାସିକ ଭ୍ରମଣ ପାଇଁ ଯୋଜନା କରିପାରନ୍ତି । ଆଜି ଆପଣ ସାମାଜିକ ଜୀବନରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତି ଭାବେ ପ୍ରଶଂସିତ ହୋଇପାରନ୍ତି । ସମୟକୁ ମୌଜ ମଜଲିସରେ କାଟନ୍ତୁ ।
ଧନୁ:ଆପଣଙ୍କର ସ୍ୱାସ୍ଥ୍ୟ, ଅର୍ଥ ଏବଂ ମାନସିକ ସୁସ୍ଥତା ଦିନଟିକୁ ସୁଖରେ କାଟିବା ପାଇଁ ପ୍ରେରଣା ଯୋଗାଇବ । ଗୃହର ଐକ୍ୟ ଓ ଶାନ୍ତି ପରିବେଶ ଆପଣଙ୍କୁ ନିଜ କାର୍ଯ୍ୟ କରିବାକୁ ଶକ୍ତି ଓ ପ୍ରେରଣା ଯୋଗାଇବ । ସହକର୍ମୀମାନଙ୍କର ସହଯୋଗ ଏବଂ ସଫଳତା ସହ କାର୍ଯ୍ୟ ସମ୍ପନ୍ନ ଆପଣଙ୍କୁ ଆତ୍ମସନ୍ତୋଷ ପ୍ରଦାନ କରିବ । ଅର୍ଥଲାଭ ଯୋଗୁଁ ଖୁସିରେ ଫୁଲିଉଠିବେ । ନିଜ ମୁହଁରେ ସ୍ମିତହସ ଫୁଟାଇ ଦିନଟି ଖୁସିବାସରେ କାଟିବେ ।
ମକର: ଆପଣ ବ୍ୟସ୍ତତା ଏବଂ କ୍ଲାନ୍ତକୁ ଅତିକ୍ରମ କରିପାରନ୍ତି । ଆପଣ ଦିନସାରା ହଇରାଣ ଏବଂ ଦୟନୀୟ ଅବସ୍ଥା ଅନୁଭବ କରିପାରନ୍ତି । ପେଶା କ୍ଷେତ୍ରରେ, କିମ୍ବା ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଆପଣଙ୍କର ସାଥି ଦେବନାହିଁ । ବଡ଼ମାନେ ଆପଣଙ୍କ ପ୍ରତି ଅସନ୍ତୁଷ୍ଟ ଦେଖାଇବେ । ଦ୍ୱନ୍ଦ୍ୱ ଏବଂ ସିଦ୍ଧାନ୍ତ ବିହୀନତା ବିଷୟକୁ ଖରାପ କରିବାରେ । ଆପଣଙ୍କର ପିଲାମାନଙ୍କର ସ୍ୱାସ୍ଥ୍ୟ ଆପଣଙ୍କୁ ଯନ୍ତ୍ରଣା ଦେଇପାରେ ।
କୁମ୍ଭ:ଆପଣ ଆପଣଙ୍କର ଜିଦିପଣତାକୁ ନିୟନ୍ତ୍ରଣରେ ରଖିବାକୁ ପରାମର୍ଶ ଦିଆଯାଉଛି । ତୀବ୍ର ଭାବ ପ୍ରବଣତା ଆପଣଙ୍କୁ ଅସୁସ୍ଥ କରି ପକାଇବ । ଅଦରକାରୀ ଆଶଙ୍କା ଭିତରକୁ ଆପଣ ନାମ ଆଣନ୍ତୁ ନାହିଁ । ବାସସ୍ଥାନ ଏବଂ ସମ୍ପତ୍ତି ସମ୍ପର୍କିତ ବିଷୟ ଉପରେ କଥାବାର୍ତ୍ତା କଲାବେଳେ ବିଶେଷ ଭାବରେ ଯତ୍ନଶୀଳ ହୁଅନ୍ତୁ । ଆପଣଙ୍କ ମାଆଙ୍କ ଠାରୁ ବିଶେଷ ବ୍ୟବହାର ଏବଂ ଲାଭ ପାଇବାର ଦୃଢ ଭାବରେ ସଙ୍କେତ ଦେଉଅଛି ।
ମୀନ: ଗଭୀର ଭାବରେ ସିଦ୍ଧାନ୍ତ ନେବା ପାଇଁ ଆଜି ଦିନଟିକୁ ବ୍ୟବହାର କରନ୍ତୁ । ଆପଣ ଦିନସାରା ସୃଜନଶୀଳ ଏବଂ କଳ୍ପନାତ୍ମକ ଭାବରେ ରହି ପାରନ୍ତି । ଆପଣଙ୍କ ଭାବନାର ପରିସର ପୁରାପୁରି ସଫା ଏବଂ ଲକ୍ଷ୍ୟ ଯୁକ୍ତ । ଆପଣଙ୍କୁ ଆପଣଙ୍କର ଦାୟିତ୍ୱ ଆରାମ ଭାବରେ ପରିଚାଳନା କରିବାରେ ସାହାଯ୍ୟ କରିବ । ବନ୍ଧୁମାନଙ୍କ ସହ ଏକ ଆନନ୍ଦମୟ ଯାତ୍ରାର ଆୟୋଜନ ହୋଇପାରିବ ।