ମେଷ: କିଛି ନିଷ୍ପତ୍ତି ନେବା କଠିନ ହୋଇପଡ଼ିବ । ଭାବପ୍ରବଣତା କାର୍ଯ୍ୟକୁ ପ୍ରଭାବିତ କରିପାରେ । କିନ୍ତୁ ଥରେ ନିଷ୍ପତି ନେଇଗଲା ପରେ ଆପଣ ସେଥିରେ ଲାଗି ରହିବାକୁ ହେବ । ଆହୁରି ମଧ୍ୟ ପରିସ୍ଥିତିକୁ ସାମ୍ନା କରିବା ପାଇଁ ସ୍ଥିର ଚିତ୍ତରେ ଅଗ୍ରସର ହେବାକୁ ପଡ଼ିବ ।
ବୃଷ:ଆପଣ ସତର୍କତା ଏବଂ ସଞ୍ଜମ ରକ୍ଷା କରିବାକୁ ପରାମର୍ଶ ଦିଆହେଉଛି । ଦିନସାରା ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନ ରହିଛି । ଭଲ ଖବର ହେଉଛି ଏହା ଆପଣ ଚେଷ୍ଟା କଲେ ସଂପୂର୍ଣ୍ଣ ଭାବରେ ଏଡାଇ ପାରିବେ । ତେଣୁ ସତର୍କତାର ସହିତ ଅଗ୍ରସର ହୁଅନ୍ତୁ। ଆପଣଙ୍କ ଆଖି ଏବଂ କାନ ଖୋଲା ରଖନ୍ତୁ।
ମିଥୁନ:ଆଜି ଆପଣଙ୍କର ଅନେକ ପ୍ରକାର ଲାଭ ଆପଣଙ୍କ ଖୁସିକୁ ଦ୍ୱିଗୁଣା କରିପାରେ । ଆପଣ ଆପଣଙ୍କର ସ୍ତ୍ରୀ ଏବଂ ପିଲାମାନଙ୍କ ଠାରୁ ଭଲ ଖବର ଗ୍ରହଣ କରିପାରନ୍ତି । ଆପଣ ବନ୍ଧୁମାନଙ୍କ ସହ ମିଶି ଏକ ଖୁସିର ଭଣ୍ଡାର ଅନୁଭବ କରିବେ । ବିବାହ ହେବାକୁ ଥିବା ବ୍ୟକ୍ତିମାନେ ସେମାନେ ସେମାନଙ୍କର ଭଲ ଜୀବନସାଥୀ ପାଇପାରିବେ । ଆପଣଙ୍କ ଉପରେ ଥିବା ଆଶୀର୍ବାଦକୁ ଦେଖନ୍ତୁ ଏବଂ ସେଗୁଡିକର ଅନୁକୂଳ ବ୍ୟବହାର ପାଇଁ ତତ୍ପର ହୋଇ ପଡନ୍ତୁ ।
କର୍କଟ: ପେଶାଦାର ମାନଙ୍କ ପାଇଁ ଏହି ଦିନଟି ଫଳପ୍ରଦ ହେବ । ପଦୋନ୍ନତି ହେବାର ସମ୍ଭାବନା ଅଛି । ଆପଣ ଆପଣଙ୍କ ପରିବାର ସଦସ୍ୟଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଘଟଣା ଉପରେ ଆଲୋଚନା କରିପାରନ୍ତି । ଆପଣ ସମ୍ମାନ ଏବଂ ଟଙ୍କା ଅର୍ଜନ କରିବେ । ଆପଣ ଆପଣଙ୍କ ଘରର ଡେକୋରେସନ କରି ସୌନ୍ଦର୍ଯ୍ୟ ବଢାଇ ପାରନ୍ତି । ଅତ୍ୟଧିକ କାର୍ଯ୍ୟ ଯୋଗୁଁ ଆପଣ ଥକି ପଡି ପାରନ୍ତି ।
ସିଂହ: ଆଜି ଆପଣ ଧର୍ମାର୍ଥ କାର୍ଯ୍ୟକଳାପରେ ଲାଗି ପଡିପାରନ୍ତି । ବନ୍ଧୁ ଏବଂ ପରିବାର ସହ ତୀର୍ଥ ସ୍ଥାନ ବୁଲିଯିବା ପାଇଁ ଆଜି ହେଉଛି ଏକ ବଢିଆ ଦିନ । ଆପଣ ଯଦି କୌଣସି କାର୍ଯ୍ୟ କରିବା ପାଇଁ ସିଦ୍ଧାନ୍ତ ନିଅନ୍ତି ତେବେ ଆପଣ ଯେ କୌଣସି ମତେ ତାହା ସଂପୂର୍ଣ୍ଣ କରି ରହିବେ । ଆପଣଙ୍କ ମନ୍ତବ୍ୟରୁ ଆପଣ ଅଲଗା ରହିବେ । ଆପଣଙ୍କର ବିରକ୍ତି ଭାବ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆପଣ ଆପଣଙ୍କ ପେଶା ଉପରେ ଅଳ୍ପ ହଇରାଣର ସମ୍ମୁଖିନ ହୋଇପାରନ୍ତି ।
କନ୍ୟା: ଲୋକମାନଙ୍କ ସହ କଥାବାର୍ତ୍ତା କରିବାବେଳେ ଆପଣଙ୍କର ରାଗକୁ ନିୟନ୍ତ୍ରଣରେ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ନୂଆ କାମ ଆରମ୍ଭ କରିବା ପାଇଁ ଆଜି ଦିନଟି ଭଲ ନାହିଁ । ଆପଣ ହତାଶ ଏବଂ ରାଗ ଅନୁଭବ କରିପାରନ୍ତି । ସାବଧାନ ରୁହନ୍ତୁ । ପରିବାର ଭିତରେ କଳହ ଆପଣଙ୍କୁ ଦୁଃଖି କରି ଦେଇପାରେ । ଯଦି ସମ୍ଭବ, ଯାତ୍ରା କରନ୍ତୁ ନାହିଁ । ଆପଣଙ୍କୁ ଆଘାତ ଦେବାକୁ ଚାହୁଁଥିବା ଲୋକମାନଙ୍କଠାରୁ ଦୁରରେ ରୁହନ୍ତୁ ।