ମେଷ:କିଛି ନିଷ୍ପତ୍ତି ନେଵା କଠିନ ହୋଇପଡ଼ିଵ । କିନ୍ତୁ ଦୃଢ଼ ସଂକଳ୍ପ କାର୍ଯ୍ୟରେ ଵ୍ରତୀ ହେଵାପାଇଁ ସହଯୋଗ କରିଵ । ଭାଵପ୍ରଵଣତା କାର୍ଯ୍ୟକୁ ପ୍ରଭାଵିତ କରିପାରେ । କିନ୍ତୁ ଥରେ ନିଷ୍ପତି ନେଇଗଲା ପରେ ଆପଣ ସେଥିରେ ଲାଗି ରହିଵାକୁ ହେଵ । ଆହୁରି ମଧ୍ୟ ପରିସ୍ଥିତିକୁ ସାମ୍ନା କରିଵାପାଇଁ ସ୍ଥିର ଚିତ୍ତରେ ଅଗ୍ରସର ହେଵାକୁ ପଡ଼ିଵ ।
ବୃଷ: ଆପଣ ସତର୍କତା ଏବଂ ସଞ୍ଜମ ରକ୍ଷା କରିବାକୁ ପରାମର୍ଶ ଦିଆହେଉଛି । ଦିନସାରା ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନ ରହିଛି । ଭଲ ଖବର ହେଉଛି ଏହା ଆପଣ ଚେଷ୍ଟା କଲେ ସଂପୁର୍ଣ୍ଣ ଭାବରେ ଏଡାଇ ପାରିବେ । ତେଣୁ ସତର୍କତାର ସହିତ ଅଗ୍ରସର ହୁଅନ୍ତୁ, ଆପଣଙ୍କ ଆଖି ଏବଂ କାନ ଖୋଲା ରଖନ୍ତୁ,ଏବଂ ସେଗୁଡିକ ଏଡାନ୍ତୁ ।
ମିଥୁନ: ଆଜି ଆପଣଙ୍କର ଅନେକ ପ୍ରକାର ଲାଭ ଆପଣଙ୍କ ଖୁସିକୁ ଦ୍ୱିଗୁଣା କରିପାରେ । ଆପଣ ଆପଣଙ୍କର ସ୍ତ୍ରୀ ଏବଂ ପିଲାମାନଙ୍କଠାରୁ ଭଲ ଖବର ଗ୍ରହଣ କରିପାରନ୍ତି । ଆପଣ ବନ୍ଧୁମାନଙ୍କ ସହ ମିଶି ଏକ ଖୁସିର ଭଣ୍ଡାର ଅନୁଭବ କରିବେ । ବିବାହ ହେବାକୁ ଥିବା ବ୍ୟକ୍ତିମାନେ ସେମାନେ ସେମାନଙ୍କର ଭଲ ଜୀବନସାଥୀ ପାଇପାରିବେ । ଆପଣଙ୍କ ଉପରେ ଥିବା ଆଶୀର୍ବାଦକୁ ଦେଖନ୍ତୁ ଏବଂ ସେଗୁଡିକର ଅନୁକୂଳ ବ୍ୟବହାର ପାଇଁ ତତ୍ପର ହୋଇପଡନ୍ତୁ ।
କର୍କଟ: ଆଜି ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ । ଆଖି କଷ୍ଟ ଭୋଗ କରିବେ ମାନସିକ ଚିନ୍ତା ବଢ଼ିବ । ଲୋକଙ୍କ ସହ ମିତ୍ର ବ୍ୟବହାର କରନ୍ତୁ । କୌଣସି ବି ପ୍ରକାର ଦ୍ବନ୍ଦ ନ ଉପୁଜିବାପାଇଁ ଧ୍ୟାନ ରଖିବେ । ଦ୍ବିପ୍ରହର ପରେ ସମସ୍ୟାରେ ପରିବର୍ତନ ଆସିବ । ଆର୍ଥିକ ଦୃଷ୍ଟିକୋଣରୁ ଦିନ ଲାଭାଦାୟୀ ରହିବ । ପାରିବାରିକ ପରିବେଶ ଭଲ ରହିବ ମନରୁ ନକରାତ୍ମକ ଭାବନା ଦୁରେଇ ରଖନ୍ତୁ ।
ସିଂହ: ସକାଳ ଭଲରେ ବିତିବ । ସାମାଜିକ ଓ ବ୍ୟବସାୟିକ କ୍ଷେତ୍ରରେ ଆନନ୍ଦପ୍ରଦ ଓ ଲାଭପ୍ରଦ ସମାଚାର ମିଳିବ । ବନ୍ଧୁଙ୍କ ସହ ଦିନ ଭଲରେ ବିତିବ ।ଆୟରେ ବୃଦ୍ଧି ଓ ଧନ ଲାଭ ହେବ । ଦ୍ବିପ୍ରହର ପରେ ଆପଣଙ୍କ କଥା କିମ୍ବା ବ୍ୟବହାର କାହାକୁ ଖରାପ ଲାଗିପାରେ । ବାହନ ଚଳେଇବା ବେଳେ ସାବଧାନ ରକ୍ଷାକରନ୍ତୁ । ମାନସିକ ଚିନ୍ତା ବଢିପାରେ ସନ୍ତାନ ଓ ପରିଜନଙ୍କ ସହ ମନୋମାଳିନ୍ୟା ରହିପାରେ ।
କନ୍ୟା: ଅର୍ଥନୈତିକ କାର୍ଯ୍ୟ ବାଧାପ୍ରାପ୍ତ ହେଵ । ଆପଣଙ୍କୁ ଅନୁରୋଧ କରାଯାଉଛି କି ମନ ଓ ହୃଦୟ ଉପରେ ନିୟନ୍ତ୍ରଣ ରଖନ୍ତୁ। ନିଜସ୍ଵ ସମ୍ପତ୍ତିର ଯତ୍ନ ନିଅନ୍ତୁ । ନୈତିକ ଦାୟିତ୍ବ ଵ୍ୟତିତ ନୂଆ ଯୋଜନା ଗୁଡ଼ିକର ଦୀର୍ଘ ଵର୍ଷର ସ୍ଥାୟୀତ୍ବ ପ୍ରତି ଧ୍ୟାନ ଦିଅନ୍ତୁ।