ସିମଲା:ଭୂକମ୍ପରେ ଥରିଲା ହିମାଚଳ ପ୍ରଦେଶ । ହିମାଚଳ ପ୍ରଦେଶର ଧର୍ମଶାଳାରେ ମୃଦୁ ଭୁମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା 3.0 ରହିଛି । ଏନେଇ ନ୍ୟାସନାଲ ସେଣ୍ଟର ଫର ସେସୋମଲୋଜି ସୂଚନା ଦେଇଛି ।
ଭୂକମ୍ପରେ ଥରିଲା ହିମାଚଳ ପ୍ରଦେଶ
ଭୂକମ୍ପରେ ଥରିଲା ହିମାଚଳ ପ୍ରଦେଶ । ରିକ୍ଟର ସ୍କେଲରେ ଏହାର ତୀବ୍ରତା 3.0 ରହିଛି । ଅଧିକ ପଢନ୍ତୁ...
ଭୂକମ୍ପରେ ଥରିଲା ହିମାଚଳ ପ୍ରଦେଶ
ତେବେ ଏହାର ଝଟକା ଏତେ ଜୋରଦାର ନଥିଲା । ଏହା ଯୋଗୁଁ କୌଣସି ପ୍ରକାରର କ୍ଷୟକ୍ଷତି ହୋଇ ନଥିବା ବେଳେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି ।
@ANI