ଓଡିଶା

odisha

ETV Bharat / bharat

ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ, ୭ ଜୀବନ୍ତ ଦଗ୍ଧ

ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ । ବସ୍ତିରେ ନିଆଁ ଲାଗିବା ଯୋଗୁଁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା । ଅଧିକ ପଢନ୍ତୁ

By

Published : Mar 12, 2022, 9:14 AM IST

ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ, ୭ ଜୀବନ୍ତ ଦଗ୍ଧ
ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ, ୭ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ । ଦିଲ୍ଲୀର ଗୋକୁଳପୁରି ଅଞ୍ଚଳରେ ଥିବା ଏକ ବସ୍ତିରେ ଭୟଙ୍କର ନିଆଁ ଲାଗିଛି । ଏଥିରେ ୭ ଜଣ ପୋଡି ହୋଇ ପ୍ରାଣ ହରାଇଥିବା ସୂଚନା ମିଳିଛି । ଗତକାଲି(ଶୁକ୍ରବାର) ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିବା ସହ ୭ ଜଣଙ୍କ ମୃତଦେହ ଉଦ୍ଧାର କରିଛି । ତେବେ କିପରି ଏହି ଅଗ୍ନିକାଣ୍ଡ ଘଟିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

@ANI

ABOUT THE AUTHOR

...view details