ଓଡିଶା

odisha

PM Modi calls on President: ରାଷ୍ଟ୍ରପତି ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

By

Published : Nov 26, 2022, 8:54 PM IST

ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ (PM Modi calls on President Droupadi Murmu)। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ କଲେ ସାକ୍ଷାତ। ଅଧିକ ପଢନ୍ତୁ

PM Modi calls on President: ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
PM Modi calls on President: ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (PM Modi calls on President Droupadi Murmu) ଉଭୟଙ୍କ ମଧ୍ୟରେ ଆଜି (ଶନିବାର) ସଂଧ୍ୟାରେ ରାଷ୍ଟ୍ରପତି ଭବନରେ ସାକ୍ଷାତକାର ହୋଇଛି । ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ବେଳେ ଏହା ପୂର୍ବରୁ ଉଭୟଙ୍କ ମଧ୍ୟରେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ।

ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପୂର୍ବୁର ରାଷ୍ଟ୍ରପତି ମୁର୍ମୁ ସମ୍ବିଧାନ ଦିବସ ଅବସରରେ ସୁପ୍ରିମକୋର୍ଟ ଅଡିଟୋରିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମୋଦୀ ଉଦଘାଟନ କରିଥିବା ବେଳେ ରାଷ୍ଟ୍ରପତିଙ୍କ ସମ୍ବୋଧନରେ କାର୍ଯ୍ୟକ୍ରମ ଉଦାଜାପିତ ହୋଇଥିଲା ।

ଆଜିର ସାକ୍ଷାତକାର ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details