ନୂଆଦିଲ୍ଲୀ:ଆଜି (ଫେବୃଆରୀ 11) ମହାସାଗର ସମ୍ମିଳନୀ (One Ocean Summit)କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଥିବା ଖବର ସରବରାହ ସଂସ୍ଥା ANI ପକ୍ଷରୁ ସୂଚନା ମିଳିଛି ।
ଆଜି One Ocean Summitକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ - ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ କାର୍ଯ୍ୟକ୍ରମ
ଆଜି One Ocean Summitକୁ ସମ୍ମିଳନୀକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ଭର୍ଚୁଆଲ ମୋଡରେ କାର୍ଯ୍ୟକ୍ରମ ହେବା ନେଇ PMO ପକ୍ଷରୁ ସୂଚନା । ଅଧିକ ପଢନ୍ତୁ
ଆସନ୍ତାକାଲି One Ocean Summit କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ଆଜିର ସମ୍ବୋଧନ କାର୍ଯ୍ୟକ୍ରମ ଭର୍ଚୁଆଲ ମୋଡରେ ଆୟୋଜିତ ହେବ । ସମ୍ମିଳନୀର ଉଚ୍ଚସ୍ତରୀୟ ବିଭାଗକୁ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମୋଦି ସମ୍ବୋଧିତ କରିବେ । ଏହି ସମ୍ମିଳନୀରେ ଜର୍ମାନୀ, ବ୍ରିଟେନ, ଦକ୍ଷିଣ କୋରିଆ, ଜାପାନ, କାନାଡା ସମେତ ଅନେକ ରାଷ୍ଟ୍ରମୁଖ୍ୟ ମଧ୍ୟ ଅଂଶଗ୍ରହଣ କରୁଛନ୍ତି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ
Last Updated : Feb 11, 2022, 6:57 AM IST