ଅମରାବତୀ:ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲ୍ଲାରେ (WEST GODAVARI ACCIDENT) ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜଙ୍ଗାରେଡ୍ଡୀଗୁଡେମରେ RTC ବସ ନଦୀରେ ଖସିପଡ଼ିବାରୁ ୮ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ବସଟି ବ୍ରିଜ୍ ରେଲିଂରେ ଧକ୍କା ହେବାରୁ ଜାଲେରୁ ହ୍ରଦକୁ ଖସି ପଡିଥିଲା । ଏହି ଦୁର୍ଘଟଣାରେ ଅନ୍ୟ ୬ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଅଧିକାଂଶ ଛୋଟ ପିଲା ଓ ମହିଳା ଥିବା ଜଣାପଡ଼ିଛି । ବସରେ ଥିବା ଅନ୍ୟ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି ।
RTC BUS ACCIDENT: ପଶ୍ଚିମ ଗୋଦାବରୀ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା, ୮ ମୃତ - ଆନ୍ଧ୍ରପ୍ରଦେଶ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜଙ୍ଗାରେଡ୍ଡୀଗୁଡେମରେ RTC ବସ ନଦୀରେ ଖସିପଡ଼ିବାରୁ ୮ ଜଣଙ୍କ ମୃତ୍ୟୁ ହୋଇଛି । ଅଧିକ ପଢନ୍ତୁ

ପଶ୍ଚିମ ଗୋଦାବରୀ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା, ୮ ମୃତ
ପଶ୍ଚିମ ଗୋଦାବରୀ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା, ୮ ମୃତ
ବସଟି ଭେଲେରୁପଡୁରୁ ଜଙ୍ଗାରେଡ୍ଡୀଗୁଡେମ ଯାଉଥିବାବେଳେ ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣା ସମୟରେ ବସରେ 40ରୁ ଊର୍ଦ୍ଧ୍ବ ଯାତ୍ରୀ ଥିବା ଜଣାପଡ଼ିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ