ଖୋର୍ଦ୍ଧା: ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗୁଛି । ସେହି ଅନୁପାତରେ ବଢ଼ିଚାଲିଛି କୋରୋନାଜନିତ ମୃତ୍ୟୁସଂଖ୍ୟା। ବିଶେଷ କରି ଖୋର୍ଦ୍ଧା ଜିଲ୍ଲା ଚିଲିକା ଏବଂ ବାଲୁଗାଁ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହେଉଥିବାରୁ ଜିଲ୍ଲା ପ୍ରଶାସନ ଏହାକୁ ଦୃଷ୍ଟିରେ ରଖି 72 ଘଣ୍ଟା ପାଇଁ ସଟଡାଉନ ଘୋଷଣା କରିଛନ୍ତି ।
ଚିଲିକା ବ୍ଲକ ଏବଂ ବାଲୁଗାଁ ଏନଏସିରେ 72 ଘଣ୍ଟିଆ ସଟଡାଉନ - ଖୋର୍ଦ୍ଧା ଜିଲ୍ଲା ଚିଲିକା ଏବଂ ବାଲୁଗାଁ ବ୍ଲକରେ
ଖୋର୍ଦ୍ଧା ଜିଲ୍ଲା ଚିଲିକା ଏବଂ ବାଲୁଗାଁ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହେଉଥିବାରୁ ଜିଲ୍ଲା ପ୍ରଶାସନ ଏହାକୁ ଦୃଷ୍ଟିରେ ରଖି 72 ଘଣ୍ଟା ପାଇଁ ସଟଡାଉନ ଘୋଷଣା କରିଛନ୍ତି । ଅଧିକ ପଢନ୍ତୁ...

ଚିଲିକା ବ୍ଲକ ଏବଂ ବାଲୁଗାଁ ଏନଏସିରେ 72 ଘଣ୍ଟିଆ ସଟଡାଉନ
ଆଜି(ମଙ୍ଗଳବାର) ସନ୍ଧ୍ୟା 7ଟାରୁ ଆସନ୍ତା 14 ତାରିଖ ସନ୍ଧ୍ୟା 7 ଟା ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକର 17ଟି ଗ୍ରାମ ପଞ୍ଚାୟତ ଏବଂ ବାଲୁଗାଁ ଏନଏସିର 11ଟି ୱାର୍ଡକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସଟଡାଉନ ଘୋଷଣା କରାଯାଇଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ