ଓଡିଶା

odisha

ETV Bharat / briefs

ଘାଟିରୁ ଓଲଟିଲା ମିନିବସ୍: ଜଣେ ମୃତ, 35ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ଘାଟିରୁ ବସ ଓଲଟି ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ 35ରୁ ଊର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ।

By

Published : May 21, 2019, 7:44 PM IST

Updated : May 21, 2019, 8:14 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁର: ତପ୍ତପାଣି ଘାଟିରେ ଓଲଟିଲା ମିନିବସ୍ । ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ 35ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି ।

ସେପେଟ ଚିକିତ୍ସା ପାଇଁ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Last Updated : May 21, 2019, 8:14 PM IST

ABOUT THE AUTHOR

...view details