ବାଲେଶ୍ବର:ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ ସହ 25 ହଜାର ଟଙ୍କା ଜରିମାନା । ରାୟ ଶୁଣାଇଲେ ବାଲେଶ୍ବର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ।
ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ଆଜୀବନ କାରାଦଣ୍ଡ - ବାଲେଶ୍ୱର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ
ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ ବାଲେଶ୍ୱର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ଅଧିକ ପଢନ୍ତୁ...
ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ଆଜୀବନ କାରାଦଣ୍ଡ
ସୂଚନା ଅନୁସାରେ, ବାଲେଶ୍ଵର ଜିଲ୍ଲା ରାଇବଣିଆ ଥାନା ଅଞ୍ଚଳରେ ଅଭିମନ୍ୟୁ ଘୋଷ ନାମକ ଜଣେ ବ୍ୟକ୍ତି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ଥାନାରେ ହୋଇଥିଲା । ଏନେଇ ଥାନାରେ 2018 ମସିହା ଅଗଷ୍ଟ ମାସ 12 ତାରିଖରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାର ବିଚାର କରି ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଏହି ରାୟ ଶୁଣାଇଛନ୍ତି।
ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ