ବାଲେଶ୍ବର :ବେଳାଭୂମିରେ ରାଜ୍ୟ ସରକାର ମଦଦୋକାନ ଖୋଲିବା ନିଷ୍ପତ୍ତିକୁ ବାଲେଶ୍ଵର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିରୋଧ କରାଯାଇଛି । ଜିଲ୍ଲାର ଚାନ୍ଦିପୁର ଓ ତାଳସାରିରେ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ମଦଦୋକାନ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିଲେ । ଏବେ ଏହାକୁ ବିରୋଧ ହେବା ଆରମ୍ଭ ହୋଇଛି ।
ବେଳାଭୂମିରେ ମଦ ଦୋକାନ ନିଷ୍ପତ୍ତିକୁ ବିରୋଧ, ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ - balasore district news
ବେଳାଭୂମିରେ ରାଜ୍ୟ ସରକାର ମଦଦୋକାନ ଖୋଲିବା ନିଷ୍ପତ୍ତିକୁ କ୍ରିୟାନୁଷ୍ଠାନ କମିଟିର ବିରୋଧ । ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲା କମିଟି । ଅଧି୍କ ପଢନ୍ତୁ...
ବେଳାଭୂମିରେ ମଦ ଦୋକାନ ନିଷ୍ପତ୍ତିକୁ ବିରୋଧ,ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
ଜିଲ୍ଲା ମେଡିକାଲ କଲେଜ କ୍ରିୟାନୁଷ୍ଠାନ କ୍ରିୟାନୁଷ୍ଠାନ କମିଟି ତରଫରୁ ସୋମବାର ଦିନ ପୂର୍ବାହ୍ନରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଏକ ଦାବିପତ୍ର ପ୍ରଦାନ କରି ସରକାରଙ୍କର ଏହି ନିଷ୍ପତ୍ତିକୁ ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି ।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ