ଓଡିଶା

odisha

ETV Bharat / city

ପରୀକୁ ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ ସମ୍ମୁଖରେ କେଶରୀଆ ହିନ୍ଦୁ ବାହିନୀର ବିକ୍ଷୋଭ

ପରୀକୁ ନ୍ୟାୟ ଦାବିରେ କେଶରୀଆ ହିନ୍ଦୁ ବାହିନୀ ମୟୂରଭଞ୍ଜ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ଅଧିକ ପଢନ୍ତୁ...

ପରୀକୁ ନ୍ୟାୟ ଦାବିରେ କେଶରୀଆ ହିନ୍ଦୁ ବାହିନୀ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ପରୀକୁ ନ୍ୟାୟ ଦାବିରେ କେଶରୀଆ ହିନ୍ଦୁ ବାହିନୀ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

By

Published : Dec 7, 2020, 5:58 PM IST

ବାରିପଦା: କୁନି ଝିଅ ପରୀକୁ ନ୍ୟାୟ ପାଇଁ ବିଭିନ୍ନ ସଂଗଠନ ପକ୍ଷରୁ ସାରା ରାଜ୍ୟରେ ଦାବି ଜୋର ଧରିଛି । ବିଭିନ୍ନ ସଂଗଠନ ପକ୍ଷରୁ ସିବିଆଇ ତଦନ୍ତ ପାଇଁ ଦାବି ହେଉଛି। ଆଜି ବାରିପଦା ସହରରେ କେଶରୀଆ ହିନ୍ଦୁ ବାହୀନି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପରୀକୁ ନ୍ୟାୟ ପ୍ରଦାନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ପରୀକୁ ନ୍ୟାୟ ଦାବିରେ କେଶରୀଆ ହିନ୍ଦୁ ବାହିନୀ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ମନ୍ତ୍ରୀ ଅରୁଣ ସାହୁଙ୍କୁ ବରଖାସ୍ତ କରିବା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହା ସହ ମନ୍ତ୍ରୀଙ୍କ ସମ୍ପୃକ୍ତ ଥିବା ଅଭିଯୋଗ କରି ତାଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି। ଦାବି ପୂରଣ ନହେଲେ ଆଗାମୀ ଦିନରେ କେଶରୀଆ ହିନ୍ଦୁ ବାହିନୀ ପକ୍ଷରୁ ଆନ୍ଦୋଳନକୁ ଯୋରଦାର କରାଯିବ ବୋଲି ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି ।


ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ABOUT THE AUTHOR

...view details