ଓଡିଶା

odisha

ETV Bharat / city

ଶିକ୍ଷା, ସୁରକ୍ଷା ଓ ରୋଜଗାର ଦାବିରେ ଶୋଭାଯାତ୍ରା - ABVP protest

ଶିକ୍ଷା, ସୁରକ୍ଷା ଓ ରୋଜଗାର ଦାବିରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ବ୍ରହ୍ମପୁରଠାରେ ଏକ ଶୋଭାଯାତ୍ରା କରାଯାଇଛି । ଅଧିକ ପଢନ୍ତୁ...

ABVP protest in berhampur
ବିଭିନ୍ନ ଦାବି ନେଇ ଏବିଭିପିର ଶୋଭାଯାତ୍ରା

By

Published : Feb 20, 2020, 7:49 PM IST

ବ୍ରହ୍ମପୁର: ବିଭିନ୍ନ ଦାବି ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଏକ ଶୋଭାଯାତ୍ରା କରାଯାଇଛି । ଶିକ୍ଷା, ସୁରକ୍ଷା ଓ ରୋଜଗାର ଦାବିରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ବ୍ରହ୍ମପୁର ଠାରେ ଏକ ଶୋଭାଯାତ୍ରା କରାଯାଇଛି ।

ବିଭିନ୍ନ ଦାବି ନେଇ ଏବିଭିପିର ଶୋଭାଯାତ୍ରା

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଓ ସମସ୍ତ ମହାବିଦ୍ୟାଳୟରେ ଖାଲି ପଡିଥିବା ଅଧ୍ୟାପକ ପଦବୀ ପୂରଣ, ଅନୁସୂଚିତ ଜାତି ଓ ଜନଜାତି ପାଇଁ ଛାତ୍ରବାସ ନିର୍ମାଣ, ଜିଲ୍ଲାକୁ ନିଶାମୁକ୍ତ କରିବା, କ୍ୟାମ୍ପସରେ ଅଣଛାତ୍ର ପ୍ରବେଶ ନିଷେଧ, ମହିଳା ସୁରକ୍ଷାକୁ ପ୍ରାଥମିକତା ଭଳି ବିଭିନ୍ନ ଦାବୀକୁ ନେଇ ପରିଷଦର କର୍ମକର୍ତ୍ତାମାନେ ଏକ ବିରାଟ ଶୋଭାଯାତ୍ରାରେ ସହରର ଖଲ୍ଲିକୋଟ କଲେଜ ସମ୍ମୁଖରୁ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ପରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଥିଲେ । ତେବେ ରାଜ୍ୟ ସରକାର ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଦଳ ଦାବି କରିଛି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ABOUT THE AUTHOR

...view details