ଓଡିଶା

odisha

ETV Bharat / city

ବ୍ରହ୍ମପୁରରେ ରେଳମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା - Ashwini Vaishnaw

ଓଡିଶା ଗସ୍ତରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମନ୍ତ୍ରୀ ହୀରାଖଣ୍ଡ ଏକ୍ସପ୍ରେସ ଯୋଗେ ରାୟଗଡା ଯାତ୍ରା ସମୟରେ ବ୍ରହ୍ମପୁର ରେଳଷ୍ଟେସନ ପରିସରରେ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି । ଅଧିକ ପଢନ୍ତୁ...

ବ୍ରହ୍ମପୁରରେ ରେଳମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା
ବ୍ରହ୍ମପୁରରେ ରେଳମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା

By

Published : Aug 20, 2021, 9:39 AM IST

ବ୍ରହ୍ମପୁର: ଓଡିଶା ଗସ୍ତରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମନ୍ତ୍ରୀ ହୀରାଖଣ୍ଡ ଏକ୍ସପ୍ରେସ ଯୋଗେ ରାୟଗଡା ଯାତ୍ରା ସମୟରେ ବ୍ରହ୍ମପୁର ରେଳଷ୍ଟେସନ ପରିସରରେ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି । ବ୍ରହ୍ମପୁରରେ ଟ୍ରେନ୍ ରହଣୀ ସମୟରେ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଜେପିର ଗଞ୍ଜାମ ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନାଙ୍କ ନେତୃତ୍ୱରେ ଦଳୀୟ କର୍ମୀ ଓ ନେତୃବୃନ୍ଦ ରେଳମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରିଥିଲେ ।

ବ୍ରହ୍ମପୁରରେ ରେଳମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା

ଏହି ଅବସରରେ ଦୀର୍ଘବର୍ଷ ଧରି ରହିଥିବା ଦାବିକୁ ସ୍ଥାନୀୟ ନେତୃବୃନ୍ଦ ମାନେ ଉପସ୍ଥାପନ କରିଥିବା ବେଳେ ଏହାକୁ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ଅଶ୍ୱିନୀ ବୈଷ୍ଣବ।

ବ୍ରହ୍ମପୁରରୁ ସମୀର କୁମାର ଆଚାର୍ଯ୍ୟ ,ଇଟିଭି ଭାରତ

ABOUT THE AUTHOR

...view details