ଓଡିଶା

odisha

ETV Bharat / city

ଜୁଆ ଆଡ୍ଡାରେ ଚଢ଼ାଉ, ୧୩ ଗିରଫ - ଜୁଆ ଆଡ୍ଡା ଉପରେ ଚଢ଼ାଉ ୧୩ ଗିରଫ

ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ ଚାଲିଥିବା ଏକ ଜୁଆ ଆଡ୍ଡାରେ ଚଢ଼ାଉ । ପୋଲିସ ପକ୍ଷରୁ ଚଢାଉ କରାଯାଇଥିବା ବେଳେ ୧୩ ଜଣଙ୍କୁ ଗିରଫ କରାଯାଇଛି । ଅଧିକ ପଢନ୍ତୁ...

police-raid-on-gambling-at-Ganjam
ଜୁଆ ଆଡ୍ଡା ଉପରେ ଚଢ଼ାଉ, ୧୩ ଗିରଫ

By

Published : Jun 25, 2021, 7:21 PM IST

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ ଚାଲିଥିବା ଏକ ଜୁଆ ଆଡ୍ଡାରେ ଚଢ଼ାଉ । ପୋଲିସ ପକ୍ଷରୁ ଚଢାଉ କରାଯାଇଥିବା ବେଳେ ମୋଟ ୯୧ ହଜାର ଟଙ୍କା ସହ ମୋଟ ୧୩ ଜଣଙ୍କୁ ଗିରଫ କରାଯାଇଛି ।

ସ୍ଥାନୀୟ ବରପଲ୍ଲୀରୁ ମହୁଲୀପଲ୍ଲି ରାସ୍ତା ମଧ୍ୟରେ ଏକ ଆମ୍ବ ତୋଟାରେ ବେଧଡକ ଜୁଆ ଆଡ୍ଡା ଚାଲିଥିବା ନେଇ ପୋଲିସ ଏକ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା ।

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୧୩ ଗିରଫ

ଆଗାମୀ ଦିନରେ ଜୁଆ ଖେଳର ମାତ୍ରା ବଢ଼ି ପାରେ ବୋଲି ଆଶଙ୍କା ଥିବାରୁ ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସ ପାଟ୍ରୋଲିଂଙ୍କୁ ଆହୁରି କଡ଼ାକଡି କରାଯିବା ସହ ଜୁଆଡିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ABOUT THE AUTHOR

...view details