ଓଡିଶା

odisha

ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ଭାବେ ଦାୟିତ୍ବ ନେଲେ ସତ୍ୟବ୍ରତ ଭୋଇ

By

Published : Aug 26, 2019, 3:08 PM IST

ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି ସତ୍ୟବ୍ରତ ଭୋଇ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି ସତ୍ୟବ୍ରତ ଭୋଇ । ଦାୟିତ୍ବ ନେବା ପରେ ଦକ୍ଷିଣାଞ୍ଚଳର ଅପରାଧ, ମାଓବାଦୀ ନିୟନ୍ତ୍ରଣ, ଟ୍ରାଫିକ ବ୍ୟବସ୍ଥା ଓ ଆଇନ ଶୃଙ୍ଖଳା ପ୍ରତି ଦୃଷ୍ଟି ଦିଆଯିବ ବୋଲି ଗଣମାଧ୍ୟମ ସହ ଆଲୋଚନାରେ କହିଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁର ରେଞ୍ଜ କାର୍ଯ୍ୟାଳୟ ପରିସରରେ ଆଇ.ଜି ଜତିନ୍ଦ୍ର କୋୟାଲଙ୍କ ଠାରୁ ସେ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି । ଏହି ଅବସରରେ ବ୍ରହ୍ମପୁର ଏସପି ପିନାକ୍ ମିଶ୍ର ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ବ୍ରିଜେଶ କୁମାର ରାୟ ଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଏବଂ ଦୁଇ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ନୂତନ ଡିଆଇଜି ଙ୍କୁ ସ୍ବାଗତ କରିଥିଲେ ।


ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ABOUT THE AUTHOR

...view details