ଭୁବନେଶ୍ବର: ରାଜ୍ୟରେ ପ୍ରତିଷ୍ଠା ହେବ 4ଟି ଫ୍ୟାମିଲି କୋର୍ଟ । ରାଜ୍ୟ ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି ।
ରାଜ୍ୟରେ ପ୍ରତିଷ୍ଠା ହେବ 4ଟି ଫ୍ୟାମିଲି କୋର୍ଟ
ଅନୁଗୁଳ, ରାୟଗଡା, ବୌଦ୍ଧ ଓ ଜଗତସିଂହପୁର ଜିଲ୍ଲାରେ ନିର୍ମାଣ ହେବ 4ଟି ଫ୍ୟାମିଲି କୋର୍ଟ । ଚଳିତ ଆର୍ଥିକ ବର୍ଷରେ ଏହି କୋର୍ଟ ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା ।
ଫାଇଲ ଫଟୋ
ଅନୁଗୁଳ, ରାୟଗଡା, ବୌଦ୍ଧ ଓ ଜଗତସିଂହପୁର ଜିଲ୍ଲାରେ ଏହି କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନିଆଯାଇଛି । ଚଳିତ ଆର୍ଥିକ ବର୍ଷରେ ଏହି କୋର୍ଟ ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ