ଭୁବନେଶ୍ବର: କିଏ କହିଛି ସତ କିଏ କହିଛି ମିଛ ସବୁତଥ୍ୟ ସାମ୍ନାକୁ ଆସିବ । ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନଙ୍କ ମୃତ୍ୟୁ ଘଟଣାର ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ । କ୍ରାଇମବ୍ରାଞ୍ଚ ପାଖରେ ପହଞ୍ଚିଲା ବିଦ୍ୟା ଭାରତୀ, DFO ଏବଂ ରୋଷେୟାର ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ।
ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ - ଏସିଏଫ ମୃତ୍ୟୁ ମାମଲାର ଅଭିଯୁକ୍ତଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ
ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନଙ୍କ ମୃତ୍ୟୁ ଘଟଣାର ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ । ଅଧିକ ପଢନ୍ତୁ...
ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ
ତଦନ୍ତକାରୀ ଟିମ ରିପୋର୍ଟ ଉପରେ ତର୍ଜମା ଆରମ୍ଭ କରିଛନ୍ତି । ପୁରୁଣା ବୟାନ ସହ ଲାଏ ଡିଟେକ୍ସନ ଟ୍ରଷ୍ଟ ରିପୋର୍ଟକୁ ଅନୁଧ୍ୟାନ କରୁଛି କ୍ରାଇମବ୍ରାଞ୍ଚ । ରିପୋର୍ଟ ଆସିବା ପରେ ତର୍ଜମା କରାଯାଉଥିବା କହିଛନ୍ତି କ୍ରାଇମବ୍ରାଞ୍ଚ ADG । ରିପୋର୍ଟ ଆଧାରରେ ଖୁବଶୀଘ୍ର ଆଗକୁ ତଦନ୍ତ ପ୍ରକ୍ରିୟା ବଢାଯିବ ବୋଲି ସେ କହିଛନ୍ତି ।
ଭୁବନେଶ୍ବରରୁ ତାପସ ପରିଡା, ଇଟିଭି ଭାରତ
Last Updated : Sep 29, 2021, 8:12 PM IST