ଓଡିଶା

odisha

ETV Bharat / city

ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ନିୟମରେ ସଂଶୋଧନ - ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ନିୟମରେ ସଂଶୋଧନ

ଜିଲ୍ଲା ପରିଷଦ ଅଧ୍ୟକ୍ଷ-ଅଧ୍ୟକ୍ଷା ନିର୍ବାଚନ ନିୟମରେ ସଂଶୋଧନ କଲେ ରାଜ୍ୟ ନିର୍ବାଚନ କମିଶନ । ଅଧିକ ପଢନ୍ତୁ

ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ନିୟମରେ ସଂଶୋଧନ
ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ନିୟମରେ ସଂଶୋଧନ

By

Published : Feb 17, 2022, 8:27 PM IST

ଭୁବନେଶ୍ବର:ଜିଲ୍ଲା ପରିଷଦ ଅଧ୍ୟକ୍ଷ-ଅଧ୍ୟକ୍ଷା ନିର୍ବାଚନ ନିୟମରେ ସଂଶୋଧନ । ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କଲେ ରାଜ୍ୟ ନିର୍ବାଚନ କମିଶନ । ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ ନିର୍ବାଚନ ସମୟରେ ଦଳ ବଦଳ ନିରୋଧ ଆଇନ ଲାଗୁ ହେବ ।

ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ନିୟମରେ ସଂଶୋଧନ

ନିର୍ବାଚନ ସମୟରେ ରାଜନୈତିକ ଦଳଗୁଡିକ ନିଜର ପ୍ରାଧିକୃତ ପ୍ରତିନିଧି ନିଯୁକ୍ତ କରି ସେମାନଙ୍କ ନାମ ଦେବେ, ଭୋଟିଂ ବେଳେ ବିଭିନ୍ନ ଦଳର ଜିଲ୍ଲା ପରିଷଦ ସଭ୍ୟମାନେ ନିଜ ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧିଙ୍କୁ ଦେଖାଇ ଭୋଟ ଦେବେ ବୋଲି ନିୟମ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ସଚିବ ରବିନ୍ଦ୍ର ନାଥ ସାହୁ ।



ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details