ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ - କାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ
କାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ
19:28 December 07
ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ
ଭୁବନେଶ୍ବର : ଆସନ୍ତାକାଲି(ମଙ୍ଗଳବାର) ଭାରତ ବନ୍ଦ । କାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ସରକାର ଘୋଷଣା କରିଛନ୍ତି । ସରକାରୀ ଚାଷୀ ଆନ୍ଦୋଳନକୁ ପରୋକ୍ଷରେ ସମର୍ଥନ କରୁଛନ୍ତି ବୋଲି ଜଣାପଡୁଛି ।
ତେବେ, ଗମନାଗମନ ଓ ପରିବହନ ବ୍ୟବସ୍ଥା ପ୍ରଭାବିତ ହେବ ବୋଲି ସମ୍ଭାବନା ରହିଛି ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ
Last Updated : Dec 7, 2020, 7:52 PM IST