ଭୁବନେଶ୍ବର: ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକ ବୈଠକ । ପଦଯାତ୍ରା, ଦଳର ସଭ୍ୟ ସଂଗ୍ରହ ଓ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଛି । ବୈଠକକୁ ନେଇ ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କ ପ୍ରତିକ୍ରିୟା । ଉପସଭାପତି ଦେବୀପ୍ରସାଦ ମିଶ୍ର ରାଜ୍ୟର ବିକାଶ, ମୋ ସରକାର, ୫-T ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବ ବୋଲି ପ୍ରତିକ୍ରିୟାରେ କହିଛନ୍ତି ।
ବୈଠକ ପରେ ବିଜେଡି ମୁଖପାତ୍ର ପ୍ରତାପ ଦେବ ପଦଯାତ୍ରା ସମୟ ଅବଧି ବଢ଼ାଇବା ପାଇଁ ଅନୁରୋଧ କରାଯାଇଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଓ ସଭାପତିଙ୍କୁ ଅନୁରୋଧ କରାଯାଇଛି ବୋଲି ପ୍ରତିକ୍ରିୟାରେ କହିଛନ୍ତି ।