ଭୁବନେଶ୍ବର:ବିଦ୍ୟୁତ ଶୁଳ୍କର ଅହେତୁକ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ ନେଇ ରାଜ୍ୟ ସରକାରଙ୍କୁ ଘେରିବ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା । ରାଜ୍ୟରେ ବିଦ୍ୟୁତ ଶୁଳ୍କର ଅହେତୁକ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ ନେଇ ରାଜ୍ୟ ସରକାରଙ୍କୁ ଦାୟୀ କରିବା ସହ ପ୍ରତିବାଦ କରିବାକୁ ପ୍ରସ୍ତୁତ ହେଉଛି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ।
ବିଦ୍ୟୁତ ଶୁଳ୍କ ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିବ ବିଜେପି ଯୁବ ମୋର୍ଚ୍ଚା - ବିଜେପି ଯୁବ ମୋର୍ଚ୍ଚା
ବିଦ୍ୟୁତ ଶୁଳ୍କର ଅହେତୁକ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ରାଜ୍ୟ ସରକାରଙ୍କୁ ଘେରିବ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ । ଅଧିକ ପଢନ୍ତୁ...
ବିଦ୍ୟୁତ ଶୁଳ୍କ ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିବ ବିଜେପି ଯୁବ ମୋର୍ଚ୍ଚା
ବିଦ୍ୟୁତ ଶୁଳ୍କ ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିବ ବିଜେପି ଯୁବ ମୋର୍ଚ୍ଚା
ଆସନ୍ତା ଜୁଲାଇ 16 ରୁ 20 ତାରିଖ ପର୍ଯ୍ୟନ୍ତ ସବୁ ଜିଲ୍ଲା ମୁଖ୍ୟାଳୟରେ କ୍ୟାଣ୍ଡେଲ ମାର୍ଚ୍ଚ କରିବ ଦଳ । ଏନେଇ ଦଳୀୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।
ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ