ଓଡିଶା

odisha

ETV Bharat / city

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ ବିରୋଧ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ରାଜ୍ୟ ସରକାରଙ୍କ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧ । ଅଧିକ ପଢନ୍ତୁ..

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ ବିରୋଧ
କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ ବିରୋଧ

By

Published : Sep 15, 2020, 7:43 PM IST

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧ। ଏନେଇ ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲଙ୍କୁ ଚିଠି ଲେଖି ବ୍ୟକ୍ତିଗତ ଭାବରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି।

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ ବିରୋଧ
କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ ବିରୋଧ

ଧର୍ମେନ୍ଦ୍ର କହିଛନ୍ତି, ଶିକ୍ଷାନୁଷ୍ଠାନ, ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କସ୍ୱାର୍ଥ ରକ୍ଷା କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ଶିକ୍ଷା ନୀତି ଲାଗୁ କରିଛନ୍ତି । ହେଲେ ଓଡିଶା ସରକାର ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଆଣି ପ୍ରଶାସକଙ୍କୁ ଅଧିକ କ୍ଷମତା ଦେଇଛନ୍ତି । ଯାହାକୁ ସବୁଆଡେ ବିରୋଧ କରାଯାଉଛି।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details