ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ବଜ ସାହୁ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ତାମ୍ରଧ୍ଵଜ । ଆସନ୍ତା 27 ତାରିଖରୁ ଛତିଶଗଡ଼ରେ ଆରମ୍ଭ ହେଉଥିବା ତିନିଦିନିଆ ଜାତୀୟ ଆଦିବାସୀ ମହୋତ୍ସବରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ସେ ନିମନ୍ତ୍ରଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ - ଲୋକସେବା ଭବନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ବଜ ସାହୁ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ତାମ୍ରଧ୍ଵଜ । ଅଧିକ ଖବର ପଢନ୍ତୁ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ
ସେପଟେ ଏହି ସାକ୍ଷାତ ସମୟରେ ମହାନଦୀ ଜଳ ବିବାଦ ମାମଲାରେ ବି ନିଜର ପ୍ରତିକ୍ରିୟା ଦେଇଛନ୍ତି । ଦୁଇ ରାଜ୍ୟର ହିତ ପାଇଁ ଆଲୋଚନା ମାଧ୍ୟମରେ ହିଁ ଏହି ସମସ୍ୟାର ସମାଧାନ ହେବ ବୋଲି ସେ କହିଛନ୍ତି । ଅନ୍ୟପଟେ ଦୁଇ ରାଜ୍ୟର ଜଳସମ୍ପଦ ମନ୍ତ୍ରୀ ମଧ୍ୟ ଏ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ।
ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ