ଓଡିଶା

odisha

ନୂଆବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

By

Published : Jan 1, 2022, 10:15 AM IST

ଆଜି ନୂଆବର୍ଷ । ଏନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ଗଣେଶି ଲାଲ । ଅଧିକ ପଢନ୍ତୁ

ନୂଆବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ନୂଆବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ବର: ନୂଆ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । ‘ରାଜ୍ୟବାସୀଙ୍କୁ ନୂଆବର୍ଷ ଅବସରରେ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ରାଜ୍ୟର ପ୍ରଗତି ସହ ପ୍ରତିଟି ଜୀବନ ମଙ୍ଗଳମୟ ହେଉ’ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ରାଜ୍ୟପାଳ ମଧ୍ୟ ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭକାମନା ଜଣାଇଛନ୍ତି । ଏଥି ସହ ସମସ୍ତଙ୍କ ଜୀବନରେ ହସ, ଖୁସି ଓ ଶାନ୍ତି ଭରୁ ବୋଲି କାମନା କରିଛନ୍ତି।

ABOUT THE AUTHOR

...view details