ବ୍ରହ୍ମପୁର: ଗଞ୍ଜାମ ବସ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ 2 ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ସେହିପରି ଆହତ ସମସ୍ତ 25 ଜଣଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଗଞ୍ଜାମ ବସ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ 2 ଲକ୍ଷ କ୍ଷତିପୂରଣ
ଗଞ୍ଜାମ ବସ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ 2 ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ।
ଗଞ୍ଜାମ ବସ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର ମାନ୍ଦ୍ରାଜ ଗାଁ ନିକଟରେ ଏକ ବରଯାତ୍ରୀ ବସରେ ନିଆଁ ଲାଗି 6 ଜଣଙ୍କ ମୃତ୍ୟୁ ହୋଇଛି ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ