ଓଡିଶା

odisha

By

Published : Nov 26, 2021, 7:21 AM IST

ETV Bharat / city

'Contours of my life' ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

'contours of my life' ପୁସ୍ତକକୁ ନବୀନ ନିବାସରେ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

'Contours of my life' ପୁସ୍ତକକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
'Contours of my life' ପୁସ୍ତକକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ପ୍ରଫେସର ପ୍ରିୟମ୍ଵଦା ମହାନ୍ତି ହେଜମାଦୀଙ୍କ ପୁସ୍ତକ 'contours of my life' ଉନ୍ମୋଚନ । ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁସ୍ତକକୁ ଉନ୍ମୋଚନ କରିଛନ୍ତି (Chief Minister Naveen Patnaik release book) । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଆର୍ ବାଲକ୍ରିଷନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

ଓଡିଶୀ ନୃତ୍ୟ, ସଙ୍ଗୀତ, ବିଜ୍ଞାନ, ଗବେଷଣା, ନାରୀ ସ୍ବାଧୀନତା ତଥା ସମସାମୟିକ ଘଟଣାବଳୀ ଉପରେ ପ୍ରଫେସର ହେଜମାଦୀଙ୍କ ଦ୍ଵାରା ବିଭିନ୍ନ ସମୟରେ ରଚିତ ନିବନ୍ଧ ଓ ସାକ୍ଷାତକାର ଏହି ପୁସ୍ତକରେ ସନ୍ନିବେଶିତ । ଭୁବନେଶ୍ବରର ଶିକ୍ଷା ସନ୍ଧାନ ହେଉଛନ୍ତି ପୁସ୍ତକର ପ୍ରକାଶକ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details