ଓଡିଶା

odisha

ETV Bharat / city

‘ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି’ - school reopen news

ଆଜି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ ଖୋଲାଯିବାର ଥିଲା ମାତ୍ର ବର୍ତ୍ତମାନର ସ୍ଥିତିକୁ ଦେଖି ଏହାକୁ ପୁଣି ଥରେ ବିଚାର କରାଯାଉଛି । ଅଧିକ ପଢନ୍ତୁ...

classes-of-one-to-eight-will-not-open-in-the-state
‘ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି’

By

Published : Feb 23, 2021, 12:15 PM IST

Updated : Feb 23, 2021, 7:31 PM IST

ଭୁବନେଶ୍ବର/ପୁରୀ :ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ। ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ମହାରାଷ୍ଟ୍ର, ଗୁଜରାଟ ଭଳି କିଛି ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ବିଚାର ବିମର୍ଶ କରି ଏପରି ନିଷ୍ପତ୍ତି ନିଆଯାଇଛି।

‘ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି’

ପୂର୍ବରୁ ନବମ, ଦଶମ, ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଖୋଲିଛି। ଅନ୍ୟ ଶ୍ରେଣୀର କ୍ଲାସ୍ ପାଇଁ କୌଣସି ନିଷ୍ପତ୍ତି ହୋଇନଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ସ୍ବତନ୍ତ୍ର ଭାବେ ପାଠପଢ଼ା ହେଉଛି।

ଭୁବନେଶ୍ବରରୁ ବିକାଶ ଦାସ ଓ ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Feb 23, 2021, 7:31 PM IST

ABOUT THE AUTHOR

...view details